Report Card Odisha

| Daily Odia News

ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ। ସଠିକ୍‌ ଭୋଟର ତାଲିକା ସୁନିଶ୍ଚିତ କରିବା କେବଳ ପ୍ରଶାସନିକ ଆବଶ୍ୟକତା ନୁହେଁ ‘ବରଂ ଏହା ଗଣତନ୍ତ୍ରରେ ଜନତାଙ୍କ ବିଶ୍ୱାସ ସୁଦୃଢ଼ କରିବାକୁ ଅତ୍ୟାବଶ୍ୟକ। ଯୋଗ୍ୟ ଭୋଟରମାନେ ଯେପରି ବାଦ୍‌ ନ ପଡ଼ିବେ ‘SIR’ ସୁନିଶ୍ଚିତ କରେ। ଗଣତନ୍ତ୍ରରେ ଜନତାଙ୍କ ବିଶ୍ୱାସକୁ ସୁଦୃଢ଼ କରିବା ପାଇଁ ‘SIR’ ଅତ୍ୟାବଶ୍ୟକ।’SIR’ ଆବଶ୍ୟକୀୟ ଓ ଗଠନମୂଳକ ଅଭ୍ୟାସ।

Breaking News