ରିପୋର୍ଟ କାର୍ଡ / କଟକ
ଭାଉଜର ଗଳା କାଟି ଦିଅର ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ଶିଖରପୁର ଅଞ୍ଚଳରେ | ଅଭିଯୁକ୍ତକୁ ଥାନାରେ ଅଟକ ରଖିଛି ପୋଲିସ । ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ପୋଲିସ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ପାରିବାରିକ ଓ ଜମିଜମା ବିବାଦରୁ ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି ପୋଲିସ । ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ବି ଘଟଣା ସମ୍ପର୍କରେ ଖୋଳତାଡ କରିଛି |






More Stories
ମା’ର ହତ୍ୟା ଦେଖିଦେବାରୁ ଭାଣିଜୀକୁ ମାରିଦେଲେ…..
ମା’କୁ ଜାଳିଦେଲେ ପୁଅ…..
KIIT ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର,ଦୋଷୀକୁ କ୍ଷମା ନାହିଁ……