ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟରେ ୫ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା | ଗତ ୨୪ ଘଣ୍ଟା ମଧ୍ୟରେ ୫୭୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ ୮୦, ନୂଆପଡା ୬୦, ବରଗଡ଼ ୪୩, ଝାରସୁଗୁଡା ୩୯, ଅନୁଗୁଳରୁ ୩୨, କଟକରୁ ୨୮, କଳାହାଣ୍ଡିରୁ ୨୪, ବଲାଙ୍ଗିରରୁ ୨୦, ରାୟଗଡ଼ାରୁ ୧୬, ମୟୂରଭଞ୍ଜରୁ ୧୩, ବାଲେଶ୍ୱରରୁ ୧୧, କେନ୍ଦୁଝରରୁ ୮ ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ଗଞ୍ଜାମରୁ ୮, ନବରଙ୍ଗପୁର, ଗଜପତି, କୋରାପୁଟ ଓ ଭଦ୍ରକରୁ ୩ ଲେଖାଏଁ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।






More Stories
୧ରୁ ଭିତରକନିକା ବନ୍ଦ…..
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ…..
ଆଇଏଫଏସ ଅଧିକାରୀସ୍ତରରେ ଅଦଳବଦଳ……