ରିପୋର୍ଟ କାର୍ଡ / ଛତିଶଗଡ
ଛତିଶଗଡର ରାୟପୁର ଜିଲ୍ଲାକୁ ସମ୍ପୂର୍ଣ୍ଣ ଲକଡାଉନ ଘୋଷଣା କଲେ ରାଜ୍ୟ ସରକାର | ଏପ୍ରିଲ ୯ ରୁ ୧୯ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକଡାଉନ ଘୋଷଣା ହୋଇଛି | ୯ତାରିଖ ସନ୍ଧ୍ୟା ୬ଟାରୁ ୧୯ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ଲକଡାଉନ ପାଳନ କରାଯିବ | କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ସରକାର ଏଭଳି ପଦକ୍ଷେପ ନେଇଛନ୍ତି |
More Stories
ଆଜି ପୂର୍ବାଞ୍ଚଳ କୃଷି ସମ୍ମିଳନୀ……
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ବୃଦ୍ଧି…..
ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ…..