ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏଣିକି ଜାତିଗତ ପ୍ରମାଣପତ୍ର ପାଇଁ ଦୌଡିବାକୁ ପଡ଼ିବନାହିଁ | ପିଲାମଙ୍କୁ ନିଜ ସ୍କୁଲରେ ଜାତି ପ୍ରମାଣପତ୍ର ସହ ଆୟ ଓ ଆବାସିକ ପ୍ରମାଣପତ୍ର ମିଳିବ। ଦଶମ ଶ୍ରେଣୀ ପିଲାଙ୍କ ଲାଗି ସ୍କୁଲରେ ଏହି ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର । ରାଜସ୍ୱ ନିରୀକ୍ଷକମାନେ ସ୍କୁଲରେ କ୍ୟାମ୍ପ କରି ସାର୍ଟିଫିକେଟ ଦେବେ । ସାର୍ଟିଫିକେଟ ବଣ୍ଟନ ବେଳେ ପ୍ରଧାନ ଶିକ୍ଷକ ଓ ଶ୍ରେଣୀ ଶିକ୍ଷକ ଉପସ୍ଥିତ ରହିବେ । ଖରାଛୁଟି ପୂର୍ବରୁ ଏକ ନିର୍ଦ୍ଦିଷ୍ଟ ତାରିଖରେ ଏହି ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି | ଏନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ବ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ନିର୍ଦ୍ଦେଶ ଦେଇଛନ୍ତି ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ
ଆନ୍ଧ୍ରପ୍ରଦେଶରେ କୋଭିଡ ଆତଙ୍କ; ଗଞ୍ଜାମ ଜିଲ୍ଲାରେ ହାଇଆଲର୍ଟ…..