ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ୭୩ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର । ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି- ମନ୍ଦିରମାଳିନୀ ସହରରୁ ବିଶ୍ୱସ୍ତରୀୟ ସ୍ମାର୍ଟସିଟିରେ ପରିଣତ ହୋଇଛି ଭୁବନେଶ୍ୱର । ଏବେ ଭାରତର ଖେଳ ରାଜଧାନୀ ଭାବେ ଭୁବନେଶ୍ୱର ଉଭା ହୋଇଛି । ଭୁବନେଶ୍ୱର ସ୍ମାରକୀ, ସଂସ୍କୃତି ଓ ଐତିହ୍ୟକୁ ସଂରକ୍ଷଣ କରି ଭୁବନେଶ୍ୱରକୁ ଏକ ଜୀବନ୍ତ ସହର ଭାବେ ବିକଶିତ କରିବାକୁ ନିରନ୍ତର ପ୍ରୟାସ କରାଯାଉଥିବା ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ