ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଜେଡି ନେତା ନିଲମ୍ବିତ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାର ବିଜେଡି ନେତା ଅମରେଶ ପଣ୍ଡା ଓ ବିନୟ ପଣ୍ଡାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ଦଳବିରୋଧୀ କାର୍ଯ୍ୟ ପାଇଁ ଏହି ଦୁଇ ନେତାଙ୍କୁ ନିଲମ୍ବନ କରିଛନ୍ତି ଦଳୀୟ ସଭାପତି । ଏ ନେଇ ଏକ ବିଜ୍ଞପ୍ତି ଜରିଆରେ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।
More Stories
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ଓଡ଼ିଶାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା:ଦିଲ୍ଲୀରେ ତାଲିକା ଫାଇନାଲ!….
କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ……