ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ବରର ସବୁ ଧାର୍ମିକ ଅନୁଷ୍ଠାନ ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି। କୋଭିଡ଼ ସଂକ୍ରମଣ ଯୋଗୁଁ ବିଏମସି ଏଭଳି ନିଷ୍ପତ୍ତି ନେଇଛି। ଆସନ୍ତାକାଲିଠାରୁ ଲାଗୁ ହେବ ନିୟମ । ଶ୍ରଦ୍ଧାଳୁଙ୍କୁ ଧାର୍ମିକ ଅନୁଷ୍ଠାନ ଭିତରକୁ ପ୍ରବେଶ ପାଇଁ ରୋକ ଲାଗିଛି। ଧାର୍ମିକ ଅନୁଷ୍ଠାନରେ କେବଳ ଦୈନନ୍ଦିନ ନୀତିକାନ୍ତି ଓ ପୂଜାର୍ଚ୍ଚନା ହେବ । ବିଭିନ୍ନ ଧର୍ମଗୁରୁ ଓ କର୍ମକର୍ତ୍ତାଙ୍କ ସହ ଭିଡିଓ କନ୍ଫରେନ୍ସି ଜରିଆରେ ଆଲୋଚନା ପରେ ଏପରି ନିଷ୍ପତ୍ତି ନିଆଯାଇଛି । ଏନେଇ ଖୁବଶୀଘ୍ର ବିଏମସି ପକ୍ଷରୁ ଗାଇଡଲାଇନ୍ ଜାରି ହେବ ।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..