ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି କରୋନାରେ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗୋଟିଏ ଦିନରେ ୪୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ନୂଆପଡ଼ାରୁ ସର୍ବାଧିକ ୨ ଜଣ ଥିବା ବେଳେ କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୧୯୫୮କୁ ବୃଦ୍ଧି ପାଇଛି। ରାଜ୍ୟରେ ଚିହ୍ନଟ ନୂଆ କରୋନା ପଜିଟିଭ ମଧ୍ୟରୁ କ୍ୱାରେଣ୍ଟିନରୁ ୨ ହଜାର ୮୧୪ ଥିବା ବେଳେ ଲୋକାଲ କେସ ରହିଛି ୨ ହଜାର ୩୭। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୭୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..