ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ କରେନା ସଂକ୍ରମିତ ହୋଇଛନ୍ତି । ଏନେଇ ଟ୍ୱିଟରେ କହିଛନ୍ତି ଯେ ସେ ଡାକ୍ତରଙ୍କ ପରାମର୍ଶ ନେଉଛନ୍ତି। କରୋନା ସଂକ୍ରମିତ ଜଣାପଡ଼ିବା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ଚିକିତ୍ସିତ ହେଉଛି । ମୋ ସହିତ ନିକଟରେ ସମ୍ପର୍କରେ ଆସିଥିବା ସମସ୍ତେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ସହ କୋଭିଡ୍ ପରୀକ୍ଷୀ କରାଇ ନିଅନ୍ତୁ ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..