ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୪୬୯୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୦୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୬୧୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩୯୪୬୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୯୧୧୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୫୩୫୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୭୯୩୪୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..