ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅକ୍ସିଜେନ୍ ଯୋଗାଇ ଦେଇଥିବାରୁ ଧନ୍ୟବାଦ୍ ଜଣାଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ | କହିଛନ୍ତିକି ବିପଦ ସମୟରେ ସହାୟତାର ହାତ ବଢ଼ାଇ ଥିବାରୁ ନବୀନଙ୍କୁ ଧନ୍ୟବାଦ୍ ଜଣାଇ ବାସହିତ ପ୍ରଶଂସା କରିଛନ୍ତି ଉଦ୍ଧବ ଠାକରେ। ସେ ଟୁଇଟ କରି ଲେଖିଛନ୍ତି ଯେ ଫୋନରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି। ସଂକଟ ସମୟରେ ମହାରାଷ୍ଟ୍ର ସହ ଓଡ଼ିଶା ଛିଡ଼ା ହୋଇଥିବାରୁ ଧନ୍ୟବାଦ୍ ମଧ୍ୟ ଜଣାଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ।






More Stories
ବଦଳିଲେ ଆଇଆଇସି,୪ ପୋଲିସ ସସ୍ପେଣ୍ଡ୍…..
ବାଲିଅନ୍ତା ହତ୍ୟା ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ…..
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ…..