ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହାରାଷ୍ଟ୍ରର ଥାଣେର ମୁମ୍ବ୍ରାସ୍ଥିତ ପ୍ରାଇମ୍ କ୍ରିଟିକେୟାର ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୪ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ଭୋର ପ୍ରାୟ ୩ଟା ୪୦ମି. ସମୟରେ ମୁମ୍ବ୍ରାର କୋଉଶୁଆ ସ୍ଥିତ ପ୍ରାଇମ କ୍ରିଟିକେୟାର ହସ୍ପିଟାଲରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ- ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିବାରୁ କର୍ମଚାରୀମାନେ ରୋଗୀଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଧାଁ ଦୌଡ଼ ଆରମ୍ଭ କରିଥିଲେ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କିଭଳି ଅଗ୍ନିକାଣ୍ଡ ଘଟିଲା ତାହାର ତଦନ୍ତ ଜାରି ରହିଥିବା ବରିଷ୍ଠ ଇନପ୍ସେକ୍ଟର ମଧୁକର ଶିବାଜୀ କାଡ ସୂଚନା ଦେଇଛନ୍ତି।
More Stories
ହସ୍ପିଟାଲକୁ ହାଇଆଲର୍ଟ:୧୨ ହଜାର ବେଡ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ…..
୮ ହଜାର ‘ଏକ୍ସ’ ଆକାଉଣ୍ଟ୍ ବ୍ଲକ…..
ଚାଟାର୍ଡ ଏକାଉଣ୍ଟାଣ୍ଟ (ସିଏ) ପରୀକ୍ଷା ସ୍ଥଗିତ……