ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତକାଲି ଠାରୁ ଆଜି କରୋନା ସଂକ୍ରମଣ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି | ଆଜି ରାଜ୍ୟରେ ୧୨ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଏବଂ ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ରହିଛନ୍ତି ।





More Stories
ଓଡ଼ିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଗକୁ ବଢ଼ଛି…..
ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫……
ଶଙ୍କରକୁ ଭୁବନେଶ୍ଵର ଆଣିଲା କ୍ରାଇମବ୍ରାଞ୍ଚ……