ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୩ ଲକ୍ଷ ୭୯ ହଜାର ୨୫୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୬୪୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୮୩ ଲକ୍ଷ ୭୬ହଜାର ୫୨୪ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୪ ହଜାର ୮୩୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୫୦ ଲକ୍ଷ ୮୬ ହଜାର ୮୭୮ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୦୮୪୮୧୪।






More Stories
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..
“ଆଜି,ଭାରତ ଏକ ସ୍ଥିର ସରକାର ସହିତ ବିଶ୍ୱ ସ୍ତରରେ ପ୍ରଗତି କରୁଛି……
BCIକୁ CJIଙ୍କ ପରାମର୍ଶ…..