ରିପୋର୍ଟ କାର୍ଡ / ଭୁବନେଶ୍ୱର
କରୋନା ମହାମାରୀରେ ଆଗ ଧାଡ଼ିର କରୋନା ଯୋଦ୍ଧା ହେଉଛନ୍ତି ସ୍ବାସ୍ଥ୍ୟ କର୍ମଚାରୀ | ଏହି କୋଭିଡ୍ ଡ୍ୟୁଟିରେ ଥିବା ଠିକା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଇନ୍ସେନଟିଭ୍ ମିଳିବ। ଆଉଟ୍ ସୋର୍ସ କର୍ମଚାରୀଙ୍କୁ ମାସକର ଦରମା ଅଧିକ ମିଳିବ ବୋଲି ଘୋଷଣା କରାଯାଇଛି। ସେହିପରି ଆଶା କର୍ମୀଙ୍କୁ ବି ଅଧିକ ୧୦୦୦ ଟଙ୍କା ମିଳିବ। ଏପ୍ରିଲରୁ ଜୁଲାଇ ପର୍ଯ୍ୟନ୍ତ ଏହି ବର୍ଦ୍ଧିତ ଅର୍ଥ ଦିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।






More Stories
ପେଟ୍ରୋଲ ପମ୍ପରେ ମିଳିବ LPG ଗ୍ୟାସ…..
ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଲେ ସସ୍ମିତ…..
ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ଗଣତି ମଣତି….