ରିପୋର୍ଟ କାର୍ଡ / ଭୁବନେଶ୍ୱର
କରୋନାରେ ଆଉ ଜଣେ ସାମ୍ବାଦିକ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । କରୋନାରେ ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ମାନସ ରଞ୍ଜନ ଜୟପୁରିଆଙ୍କ ମୃତ୍ୟୁ ହୋଇଛି । ସେ ଏକ ଘରୋଇ ଗଣମାଧ୍ୟମରେ କାର୍ଯ୍ୟରତ ଥିଲେ । ସେଠାରେ ଅସୁସ୍ଥ ହେବାରୁ ସମ୍ବଲପୁର ଫେରି ଆସି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କରୋନା ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତାଙ୍କ ବିୟୋଗରେ ସାମ୍ବାଦିକ ମହଲରେ ଶୋକ ପ୍ରକାଶ ପାଇଛି ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….