ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି | ରେକର୍ଡ଼ ଭାଙ୍ଗି ଦୈନିକ ସଂକ୍ରମଣ ୧୦ ହଜାର ଟପିଥିବା ବେଳେ ଆଜି କରୋନାରେ ୧୧ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୫୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୪, ସୁନ୍ଦରଗଡ଼ରୁ ୨ ଏବଂ ବୌଦ୍ଧ, କଳାହାଣ୍ଡି, କୋରାପୁଟ, ପୁରୀ, ରାୟଗଡ଼ାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..