ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗୋଟିଏ ପଟେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି | ଆଜି ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୮୪୦୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪ ଲକ୍ଷ ୩୧ ହଜାର ୬୫୮ରେ ପହଞ୍ଚିଛି । ଏ ନେଇ ଟ୍ବିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାର ସର୍ବାଧିକ ୧୮୨୫ ଜଣ ରହିଛି ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ
ଆନ୍ଧ୍ରପ୍ରଦେଶରେ କୋଭିଡ ଆତଙ୍କ; ଗଞ୍ଜାମ ଜିଲ୍ଲାରେ ହାଇଆଲର୍ଟ…..