ରିପୋର୍ଟ କାର୍ଡ / ଭୁବନେଶ୍ୱର
କରୋନା ସଂକ୍ରମଣକୁ ରୋକିବା ପାଇଁ ଦୈନିକ ଚଳାଚଳ କରୁଥିବା ୬ ଯୋଡ଼ା ମେମୁ ଓ ପାସେଞ୍ଜର ଟ୍ରେନ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି ।ବାତିଲ ହୋଇଥିବା ଏହି ଟ୍ରେନ୍ ଗୁଡିକ ହେଲା – ୦୮୪୫୬/୦୮୪୫୫ ଭୁବନେଶ୍ୱର-କେନ୍ଦୁଝରଗଡ଼ -ଭୁବନେଶ୍ୱର ବିଶେଷ ଟ୍ରେନ । ୦୮୪୧୨/୦୮୪୧୧ ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ବିଶେଷ ଟ୍ରେନ । ୦୮୪୩୮/୦୮୪୩୭ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନକୁ ବାତିଲ କରାଯାଇଛି । ସେହିପରି ୦୮୪୬୧/୦୮୪୬୨ କଟକ-ପାରାଦୀପ-କଟକ ବିଶେଷ ଟ୍ରେନ । ୦୮୪୫୪/୦୮୪୫୩ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ୍ । ୦୮୫୨୮/୦୮୫୨୭ ବିଶାଖାପାଟନମ୍-ରାୟପୁର-ବିଶାଖାପାଟନମ୍ ବିଶେଷ ଟ୍ରେନକୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି






More Stories
ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି……
ଓଡ଼ିଶା ସମେତ ୫ ରାଜ୍ୟ ପାଇଁ ୧୦,୭୮୩ କୋଟି ଟଙ୍କା ମଞ୍ଜୁର…..
ହିମସ୍ଖଳନ; ୧୨ ପର୍ବତାରୋହୀ ମୃତ, ୬ ନିଖୋଜ…..