ରିପୋର୍ଟ କାର୍ଡ / ଭୁବନେଶ୍ୱର
କୋଭିଡ଼ ଦ୍ବିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନାଯୋଗ୍ୟ ଯେ କୋଭିଡ଼ର ପ୍ରଥମ ଲହରରେ ଗତ ବର୍ଷ ବିଭିନ୍ନ ପର୍ଯ୍ୟାୟରେ ବଲାଙ୍ଗୀର ଜିଲ୍ଲାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ। କୋଭିଡ଼ ଦ୍ବିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନାଯୋଗ୍ୟ ଯେ କୋଭିଡ଼ର ପ୍ରଥମ ଲହରରେ ଗତ ବର୍ଷ ବିଭିନ୍ନ ପର୍ଯ୍ୟାୟରେ ବଲାଙ୍ଗୀର ଜିଲ୍ଲାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ। ଚଳିତ ବର୍ଷ କୋଭିଡ୍ ଦ୍ବିତୀୟ ଲହରୀର ପରିଚାଳନା ପାଇଁ ରାଜ୍ୟର ୩ ଜିଲ୍ଲାକୁ ୭.୬୨ କୋଟି ଟଙ୍କା ଅତିରିକ୍ତ ପାଣ୍ଠିରୁ ପୁରୀ ,ସୁବର୍ଣ୍ଣପୁର, ଏବଂ ସମ୍ବଲପୁର ଜିଲ୍ଲା ପାଇଁ ମଞ୍ଜୁର କରିଥିଲେ ମୁଖ୍ୟମନ୍ତ୍ରୀ ।






More Stories
ନବୀନ-ଜୟନାରାୟଣ ମୁହାଁମୁହିଁ…..
ଆଜି ନବୀନ ନିବାସରେ ବୈଠକ….
ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତ ଗିରଫ…..