ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦୀର୍ଘଦିନ ପରେ ଦେଶର ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୮୧ ହଜାରରୁ ୩୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୧୦୬ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୪୯ ଲକ୍ଷ ୬୫ ହଜାର ୪୬୩ରେ ପହଞ୍ଚିଛି।ମୃତ୍ୟୁସଂଖ୍ୟା ୨ ଲକ୍ଷ ୭୪ ହଜାର ୩୯୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୧୧ ଲକ୍ଷ ୭୪ ହଜାର ୦୭୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୫୧୬୯୯୭।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..