ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୯୯ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆଜି କଳାହାଣ୍ଡିରୁ ସର୍ବାଧିକ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କୋରାପୁଟ, ମୟୂରଭଞ୍ଜ,ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର, ନୟାଗଡ଼, ନୂଆପଡ଼ା, ପୁରୀରୁ ଜଣେ ଲେଖାଏଁ କରୋନା ରୋଗୀ ଆଖି ବୁଜିଛନ୍ତି।






More Stories
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ…..
କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା…..