ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୨୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ ରହିଛନ୍ତି । ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ , କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି






More Stories
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..