ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୭୬ ହଜାର ୦୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮୭୪ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୫୭ ଲକ୍ଷ ୭୨ ହଜାର ୪୦୦ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୮୭ ହଜାର ୧୨୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୨୩ ଲକ୍ଷ ୫୫ ହଜାର ୪୪୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୧୨୯୮୭୮।






More Stories
ଲୌହ ମାନବ ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…..
ନିର୍ବାଚନୀ ଇସ୍ତାହାର ଘୋଷଣା କଲା ଏନଡିଏ…..
ଫେବୃଆରୀ ୧୭ରୁ ସିବିଏସ୍ଇ ପରୀକ୍ଷା…..