ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ ୨ ଲକ୍ଷ ୫୭ ହଜାର ୨୯୯କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୧୯୪ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୬୨ ଲକ୍ଷ ୮୯ ହଜାର ୨୯୦ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୯୫ ହଜାର ୫୨୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୩୦ ଲକ୍ଷ ୭୦ ହଜାର ୩୬୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୯୨୩୪୦୦।
More Stories
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..
ଫାସ୍ଟ୍ୟାଗ୍ ନ ଲଗାଇଲେ ହେବେ କଳାତାଲିକାଭୁକ୍ତ….
ୟୁକ୍ରେନ ଉପରେ ରୁଷର ୭୦୦ ଡ୍ରୋନ ମାଡ଼…..