ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ଗତ ୨୪ ଘଣ୍ଟା ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୪୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧାରୁ ୭, ଅନୁଗୁଳ, ଝାରସୁଗୁଡ଼ା, କଳାହାଣ୍ଡିରୁ ୪ ଲେଖାଏଁ ମୃତ। ସୁନ୍ଦରଗଡ଼ ଓ ସୁବର୍ଣ୍ଣପୁରରୁ ୩ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୨ ଲେଖାଏଁ ମୃତ। ଦେବଗଡ଼, ଯାଜପୁର, କନ୍ଧମାଳ, କୋରାପୁଟରୁ ଜଣେ ଲେଖାଏଁ ମୃତ ରହିଛନ୍ତି |






More Stories
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..
୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର…..