ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨,୦୮,୯୨୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪,୧୫୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି | ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ – ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୧,୫୭,୭୯୫ରେ ପହଞ୍ଚିଛି। ସେହି ପରି କରୋନା ଜନିତ ମୃତ୍ୟୁ ୩,୧୧,୩୮୮କୁ ବୃଦ୍ଧି ପାଇଛି । ଦିନକରେ ୨,୯୫,୯୫୫ ସୁସ୍ଥ ହୋଇଥିବା ବେଳେ ମୋଟ ୨,୪୩,୫୦,୮୧୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୪,୯୫,୫୯୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି |
More Stories
ଉତ୍ତରପୂର୍ବାଞ୍ଚଳ ସ୍ଥିତି ସଙ୍ଗିନ,ମୃତ୍ୟୁସଂଖ୍ୟା ୩୧…..
୪ ହଜାର ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…..
ଜେଇଇ ଆଡଭାନ୍ସଡ ପରୀକ୍ଷାଫଳ ପ୍ରକାଶ….