ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭୩୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….