ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କମିବାରେ ଲାଗିଛି କରୋନା ସଂକ୍ରମଣ । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୮୬ ହଜାର ୩୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୬୦ ରହିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୭୫ଲକ୍ଷ ୫୫ ହଜାର୪୫୭ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୧୮ ହଜାର ୮୯୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୪୮ ଲକ୍ଷ ୯୩ ହଜାର ୪୧୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୩୪୩୧୫୨ ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..