ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜଧାନୀ ଭୁବନେଶ୍ବରରେ ୧୮ରୁ ୪୪ ବର୍ଷ ବୟସର ବ୍ୟକ୍ତି ବର୍ତ୍ତମାନ କୋଭାକ୍ସିନର ଦ୍ୱିତୀୟ ଡୋଜ ପାଇଁ ସ୍ଲଟ୍ ବୁକ୍ କରିପାରିବେ। ଯୋଗ୍ୟ ହିତାଧିକାରୀମାନେ ଜୁନ୍ ୨ ରୁ ଜୁନ୍ ୫ ପାଇଁ ସ୍ଲଟ୍ ବୁକ୍ କରିପାରିବେ। ଏହି ସ୍ଲଟ୍ ବୁକିଂ ଆଜି ସନ୍ଧ୍ୟା ୬ ଟାରୁ ଆରମ୍ଭ ହେବ। ଭୁବନେଶ୍ଵରରରେ ଟିକାକରଣ ଚାରୋଟି କେନ୍ଦ୍ରରେ କରାଯିବ – ୟୁପିଏଚ୍ସି, ୟୁନିଟ୍- ୩, ପୋଖରିପୁଟ, ୟୁପିଏଚ୍ସି, ଘାଟିକିଆ ଏବଂ କ୍ୟାପିଟାଲ୍ ହସ୍ପିଟାଲ୍ | ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି |






More Stories
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..