ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ସନ୍ଧ୍ୟା ୫ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି। ଦେଶରେ କରୋନାର ଦ୍ଵିତୀୟ ଲହରୀ ଦୁର୍ବଳ ହେବାରେ ଲାଗିଛି। ଅନେକ ରାଜ୍ୟରେ ଅନଲକ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ତେବେ ଏହା ଭିତରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ କଣ କହିବେ ତାକୁନେଇ ଆରମ୍ଭ ହୋଇଛି ଚର୍ଚ୍ଚା ।






More Stories
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..
“ଆଜି,ଭାରତ ଏକ ସ୍ଥିର ସରକାର ସହିତ ବିଶ୍ୱ ସ୍ତରରେ ପ୍ରଗତି କରୁଛି……
BCIକୁ CJIଙ୍କ ପରାମର୍ଶ…..