ରିପୋର୍ଟ କାର୍ଡ / କୋଲକାତା
ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କରିଛନ୍ତି । କରୋନା ସଙ୍କଟ ସମୟରେ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି nia | ଓ୍ବେଷ୍ଟ ବେଙ୍ଗଲ୍ ବୋର୍ଡ ଅଫ ସେକେଣ୍ଡାରି ଏଜୁକେସନ୍ ପକ୍ଷରୁ ସୋମାବର ପ୍ରକଶ ପାଇଥିବା ବିଜ୍ଞପ୍ତି ଅନୁସାରେ କରୋନା ସଂକ୍ରମଣକୁ ନଜରରେ ରଖି ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ପରୀକ୍ଷା ବାତିଲ କରାଯାଇଛି।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..