ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୨୫୯୬ ଆକ୍ରାନ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ୨୨୧୯ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୦ଲକ୍ଷ ୮୯ ହଜାର ୦୬୯ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୫୩ ହଜାର ୫୨୮ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୭୫ ଲକ୍ଷ ୪ ହଜାର ୧୨୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୨୩୧୪୧୫ ।






More Stories
NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ…..
ପୁଣି ଆନ୍ଦୋଳନକୁ ଓହ୍ଲାଇବ CJP…..
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ବୃଦ୍ଧି ବିଲ୍ ଗୃହୀତ…..