ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଉ ୪୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ବୌଦ୍ଧ , ଢେଙ୍କାନାଳ , ଗଞ୍ଜାମ, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ…..
ନିଜକୁ ସାମ୍ବାଦିକା କହି ଭାରତର ରୁ ତଥ୍ୟ ସଂଗ୍ରହ କରୁଥିଲେ…..
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..