ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପହିଲି ରଜ | ଓଡ଼ିଶାର ପାମ୍ପରିକ ଗଣ ପର୍ବ ରଜ ପର୍ବ | ଏହି ରଜ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବସୁଧା, ପ୍ରକୃତି ଓ ନାରୀ ମାନଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଏହା ଆମର ଅନନ୍ୟ ପରମ୍ପରା ବୋଲି ଟୁଇଟ୍ କରି ନବୀନ ଲେଖିଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟୁଇଟ୍ କରି ଜଣାଇଛନ୍ତି ଶୁଭେଚ୍ଛା ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..