ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୨,୪୮୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୭,୬୨,୭୯୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୫୮୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୮୩,୪୯୦ରେ ପହଞ୍ଚିଛି। ଦିନକରେ ଆଉ ୮୮,୯୭୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୫,୮୦,୬୪୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୯୮,୬୫୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୬,୮୯,୬୦,୩୯୯ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..