ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସାମରେ ଭୂକମ୍ପ ଝଟକା ଅନୁଭବ ହୋଇଛି | ୨୪ ଘଣ୍ଟାରେ ପ୍ରାୟ ୫ ଥର ଭୂକମ୍ପ ଝଟକା ଅନୁଭବ ହୋଇଥିବା ନେଇ ଖବର ମିଳିଛି। ଏନସିଏସ ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଏହି ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୨ ରେକର୍ଡ କରାଯାଇଛି। ଭୂକମ୍ପରେ କୌଣସି ଧନଜୀବନ ହାନି ହୋଇଥିବା ନେଇ ଖବର ଏଯାଏଁ ମିଳିନାହିଁ। ଭୂମିକମ୍ପର କେନ୍ଦ୍ରସ୍ଥଳ ସୋନିତପୁରର ଜିଲା ମୁଖ୍ୟାଳୟ ତେଜପୁର ନିକଟରେ ୩୦ କିଲୋମିଟର ଗଭୀରରେ ଏହାର କେନ୍ଦ୍ରସ୍ଥଳ ବୋଲି ସୂଚନା ମିଳିଛି।






More Stories
ସହି ପାରୁନାହାଁନ୍ତି ମୋଦି!TVKକୁ ସମର୍ଥନ କରିବା ନେଇ ଗର୍ଜିଲେ…..
ପୁଣି ହିମନ୍ତ ବିଶ୍ୱ ଶର୍ମା ହେବେ ମୁଖ୍ୟମନ୍ତ୍ରୀ…..
ପରବର୍ତ୍ତୀ ନୌସେନା ମୁଖ୍ୟ କୃଷ୍ଣ ସ୍ବାମୀନାଥନ…..