ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୯୧ ଦିନ ପରେ ଦୈନିକ ସଂକ୍ରମଣ ସଂଖ୍ୟା ୫୦ ହଜାରରୁ କମ ଥିବା ବେଳେ ୧୧୬୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୨,୬୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୪୬୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨ କୋଟି ୯୯ଲକ୍ଷ ୭୭ ହଜାର ୮୬୧ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୮୯ ହଜାର ୩୦୨ ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୯ ଲକ୍ଷ ୨୬ ହଜାର ୦୩୮ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୬୬୨୫୨୧ ।
More Stories
ନିର୍ବାଚନ ନିୟମରେ ବଡ଼ ପରିବର୍ତ୍ତନ,ଭିଡିଓ ରେକର୍ଡିଂ ଦେଖାଇବେନି…..
୨୮ରେ ଓଡିଶା ଆସିବେ ଶାହ….
ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର….