ରିପୋର୍ଟ କାର୍ଡ / ମୁମ୍ବାଇ
ବଲିଉଡ଼ର ଭେଟେରାନ ଅଭିନେତା ନାସିରୁଦ୍ଦିନ ଶାହ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ନିମୋନିଆ କାରଣରୁ ତାଙ୍କୁ ମୁମ୍ବଇ ସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସା ଚାଲିଛି । ୨ ଦିନ ହେବ ତାଙ୍କ ଚିକିତ୍ସା ପରେ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି। ଏହି ଖବର ପ୍ରସାରିତ ହେବା ପରେ ତାଙ୍କ ପ୍ରଶଂସକମାନେ ଦୁଃଖ ପ୍ରକାଶ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ୭୦ ବର୍ଷୀୟ ଅଭିନେତାଙ୍କର ବର୍ତ୍ତମାନ ନିମୋନିଆ ଚିକିତ୍ସା ଚାଲିଛି। ତାଙ୍କ ଫୁସଫୁସରେ ଏକ ପ୍ୟାଚ୍ ଦେଖିବାକୁ ମିଳିଛି। ତେବେ ସେ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଡାକ୍ତରଖାନାରୁ ଡିସ୍ଚାର୍ଜ ହୋଇପାରନ୍ତି ବୋଲି ଶୁଣିବାକୁ ମିଳିଛି।






More Stories
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..