Report Card Odisha

| Daily Odia News

ରାଜ୍ୟରେ ଆଜି ୪୬ କରୋନା ଆକ୍ରାନ୍ତ ମୃତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ନୟାଗନ, ପୁରୀ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, କଟକ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ଢ଼େଙ୍କାନାଳରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ବର, ବରଗଡ଼, ଜଗତସିଂହପୁର,ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର,କୋରାପୁଟ, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Breaking News