ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୧୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ- ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୫ ଲକ୍ଷ ୨ ହଜାର ୩୬୨ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧ ହଜାର ୫୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୬ ଲକ୍ଷ ୫ ହଜାର ୭୭୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୯୫୫୩୩।






More Stories
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……
ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି……