ରିପୋର୍ଟ କାର୍ଡ / କଳାହାଣ୍ଡି
ଲାଞ୍ଚ ନେଇ ଭିଜିଲାନ୍ସ ଜଳରେ ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଆଶୁତୋଷ ମିଶ୍ର । କଳାହାଣ୍ଡି ମହୁଲପାଟଣା ଫାଣ୍ଡି ପୁର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେଶ ରଫା ଦଫା ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଥିଲା କଟକ ଭିଜିଲାନ୍ସ ଟିମ୍ । ଭବାନୀପାଟଣା ଭିଜିଲାନ୍ସ ପିପି ଆଶୁତୋଷ ମିଶ୍ର ଏଏସଆଇ ଠାରୁ ୩ ଲକ୍ଷ ଦାବି କରୁଥିଲେ । ଆଜି ତାଙ୍କ ଟିଭି ସେଣ୍ଟର ପଡା ବାସଗୃହରେ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….