ରିପୋର୍ଟ କାର୍ଡ / ଭୁବନେଶ୍ବର
ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ। ଏନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏଥିପାଇଁ ନିର୍ଧାରିତ ସମୟ ସୁଦ୍ଧା ପରୀକ୍ଷାଫଳ ପ୍ରକାଶ ପାଇପାରେ। ନହେଲେ ଅତିବେଶିରେ ଆଉ ଦିନେ କିମ୍ବା ଦୁଇ ଦିନ ଲାଗିପାରେ। ତଥାପି ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରୁଛୁ ବୋଲି ମନ୍ତ୍ରୀ କହିଛନ୍ତି।
More Stories
ରାହୁଲଙ୍କ ଦ୍ୱାରା ହୋଇଥିବା ଅଭିଯୋଗ ଭିତ୍ତିହୀନ…..
ଯାତ୍ରୀଙ୍କୁ ଚାପୁଡା ମାରିଲେ ଆମ ବସ୍ କଣ୍ଡକ୍ଟର…..
କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ…..