ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଶୁକ୍ରବାର ମଣିପୁର ଉଖରୁଲରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିବା ନେଇ ଜଣାପଡିଛି । ସକାଳ ୫ଟା ୫୬ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୫ ରେକର୍ଡ କରାଯାଇଛି। ଏସିଏସ ପକ୍ଷରୁ ଏହି ସୂଚନା ମିଳିଥିବା ବେଳେ ଏଥିରେ କୌଣସି ଧନଜୀବନ ହାନୀ ହୋଇନଥିବା ନେଇ ସୂଚନା ମିଳିଛି |
More Stories
ମୋଦୀଙ୍କୁ ସେସଲ୍ସର ସ୍ୱତନ୍ତ୍ର ରାଷ୍ଟ୍ରପତି ସମ୍ମାନ…..
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୋ ଝିଅକୁ ଫାଶୀ ଦିଅ…..