ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧାରୁ ୨୨, ବରଗଡରୁ ୧୦, ବାଲେଶ୍ୱରରୁ ୮, ସୁନ୍ଦରଗଡରୁ ୭, ଗଞ୍ଜାମରୁ ୬, କନ୍ଧମାଳ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବୌଦ୍ଧ, କଳାହାଣ୍ଡି, କେନ୍ଦ୍ରାପଡା, ମୟୂରଭଞ୍ଜ, ନୂଆପଡା, ପୁରୀ, ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..