ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଦୈନିକ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଗତ ୨୪ ଘଣ୍ଟାରେ ୩୮୯୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୪୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୦ ଲକ୍ଷ ୨୬ ହଜାର ୮୨୯ରେ ପହଞ୍ଚିଛି। ୨୪ ଘଣ୍ଟ ମଧ୍ୟରେ ମୃତକଙ୍କୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୨ ହଜାର ୫୩୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧ ଲକ୍ଷ ୮୩ ହଜାର ୮୭୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୩୦୪୨୨।






More Stories
ମୋତେ ଚୁପ୍ କରିବା ପାଇଁ ହେଲେ ହତ୍ୟା କରିବାକୁ ପଡ଼ିବ…..
ମମତାଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି…..
ଇରାନ ଉପରେ ଆକ୍ରମଣ…..