ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୦୦୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୭୪ ପହଂଚିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୧ ଲକ୍ଷ ୭୪ ହଜାର ୩୨୨ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୪ ହଜାର ୪୮୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୩ ଲକ୍ଷ ୫୩ ହଜାର ୭୧୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୬୧୩୦।






More Stories
ଆଶ୍ୱାସନା ଦେଲେ ସରକାର, ଅନଶନ ଭାଙ୍ଗି ଖାଦ୍ୟ ଖାଇଲେ ୱାଙ୍ଗଚୁକ……
ପ୍ରଶାସନିକ କ୍ଷେତ୍ରରେ ଅଦଳବଦଳ: ଉଚ୍ଚଶିକ୍ଷା ସଚିବ ନରେଶ ପାଲ ଗଙ୍ଗୱାର…..
ମୋଦି ଡାକିଲେ କ୍ୟାବିନେଟ୍ ବୈଠକ…..