ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ହେଉଛି ତ୍ୟାଗ ଓ ବଳିଦାନର ପର୍ବ ଇଦ୍-ଉଲ-ଜୁହା । ଏହି ଅବସରରେ ସମସ୍ତ ମୁସଲମାନ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ବର୍ତ୍ତମାନ ରାଜ୍ୟରୁ କରୋନା ସମ୍ପୂର୍ଣ୍ଣ ଭାବେ ଦୂର ହୋଇନାହିଁ। ତେଣୁ କୋଭିଡ୍ ନିୟମ ପାଳନ କରି ଘରେ ରହି ପରିବାର ସହ ଆନନ୍ଦର ପର୍ବକୁ ଉପଭୋଗ କରନ୍ତୁ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..