ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ୪୮୩ ଜଣଙ୍କ ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ- ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୨ ଲକ୍ଷ ୯୩ ହଜାର ୦୬୨ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୯ ହଜାର ୪୭୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୪ ଲକ୍ଷ ୬୮ ହଜାର ୭୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୫୫୧୩।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….